ଶ୍ରୀମନ୍ଦିରରେ ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଓଡ଼ିଶା ପେଟ୍ରୋଲିୟମ ଡିଲର ସଂଘର ବଡ଼ ନିଷ୍ପତ୍ତି !ଗ୍ରାହକଙ୍କୁ ଦେବାକୁ ପଡ଼ିବନି କୌଣସି ଅତିରିକ୍ତ ଚାର୍ଜSeptember 19, 2026