ବରିଷ୍ଠ ଓଏଏସ୍ ଅଧିକାରୀ ମିର୍ଦ୍ଧା ଟପ୍ପୋ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ। ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏହି ନୂଆ ନିଯୁକ୍ତି ମିଳିଥିବା ନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଇତିହାସ ରଚିଲା ଭାରତୀୟ ବାୟୁସେନା, ବିଶ୍ୱର ସର୍ବାଧିକ ଉଚ୍ଚତାରେ କଲା IL-76MD ବିମାନର ସଫଳ ଲ୍ୟାଣ୍ଡିଂNovember 7, 2026