Browsing: ଓଡ଼ିଶା ଖବର

ବାଲେଶ୍ବର ଜିଲା ଜଳେଶ୍ୱର ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଝିଅକୁ ବିବାହ କରି ଉଦାହରଣ ସୃଷ୍ଟି କରିଛନ୍ତି ଯୁବକ ପଞ୍ଚାନନ। ପ୍ରହରାଜପୁର ଗ୍ରାମର ମଦନ ପାତ୍ରଙ୍କ ଭିନ୍ନକ୍ଷମ ଝିଅ…

ସଜେଇ ହେଉଛି ରାଜ୍ୟର ବିଭିନ୍ନ ଶୈବପୀଠ । ରାତି ପାହିଲେ ଓଁ ନମଃ ଶିବାୟ ଧ୍ବନିରେ ପ୍ରକମ୍ପିତ ହେବ ପରିବେଶ । ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରୀରେ ଠିକ୍…

ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର…

ହାଇକୋର୍ଟରେ ପଦ୍ମଶ୍ରୀ ପୁରସ୍କାର ବିବାଦ । ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ହାଇକୋର୍ଟରେ ହାଜର ହେଲେ ଆବେଦନକାରୀ ଡାକ୍ତର ଅନ୍ତର୍ଯ୍ୟାମୀ ମିଶ୍ର । ଆବେଦନକାରୀ ନିଜର କୃତୀ ହାଇକୋର୍ଟଙ୍କୁ…

ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ‌ ନେଇ ବିଜେଡିର ହେବ ପୋଲାଭରମ ଆନ୍ଦୋଳନ। ଦଳ ଅଭିଯୋଗ କରିଛିି,ଏହି ପ୍ରକଳ୍ପ ନେଇ କେନ୍ଦ୍ର ସରକାର ଆନ୍ଧ୍ରକୁ ଅହେତୁକ ଅନୁକମ୍ପା ଦେଖାଉଛନ୍ତି।…

ଚାଷୀଙ୍କ ମୁହଁରେ ଖୁସିର ଲହରୀ । ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା । ବିହାରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି…

ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟା। ସୋର ଥାନା ଲିଙ୍ଗାପଡ଼ା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି।ଯୁବତୀ ଜଣଙ୍କ ନାମ ହେଉଛି ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ…

ମାର୍ଚ୍ଚ ସୁଦ୍ଧା ଶେଷ ହୋଇପାରିବ ନାହିଁ ରତ୍ନଭଣ୍ଡାର ଗଣତିମଣତି । ମରାମତି ପାଇଁ ଆହୁରି ମାସେ ଦୁଇମାସେ ସମୟ ଲାଗିବ । ଏଥିପାଇଁ ଗଣତିମଣତି କାର୍ଯ୍ୟ ବିଳମ୍ବ…

ଶ୍ରୀରାମଲଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରା ପରିବାର ସହ ଅଯୋଧ୍ୟା ଯାଇ ରାମ ଲଲାଙ୍କ ଦର୍ଶନ କରିବା ସହ ଆଳତି ମଧ୍ୟ କରିଥିଲେ…